
ଜି. ଉଦୟଗିରି: ଜି ଉଦୟଗିରୀ ଥାନା ଅଧିକାରୀ ରେବତୀ ଶବରଙ୍କୁ ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟକୁ ବଦଳି କରାଯିବା ପରେ ଜି ଉଦୟଗିରିରେ ନୂତନ ଥାନା ଅଧିକାରୀ ଭାବେ ଅଜୟ କୁମାର ସ୍ବାଇଁ ଦାୟିତ୍ୱ ଗ୍ରହଣ କରିଛନ୍ତି । ପୂର୍ବରୁ ଶ୍ରୀ ସ୍ବାଇଁ ଟିକାବାଲି ଥାନାର ଅଧିକାରୀ ଭାବେ ଦାୟିତ୍ଵ ତୁଲାଇଥିଲେ । ଦାୟିତ୍ୱ ନେବା ପରେ ଥାନା ଅଧିକାରୀ ଅଜୟ କୁମାର ସ୍ୱାଇଁ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି । ଆଇନ ଶୃଙ୍ଖଳା ପରିସ୍ଥିତି ଓ ଟ୍ରାଫିକ ବ୍ୟବସ୍ଥାକୁ ଗୁରୁତ୍ବ ଦିଆଯିବା ନେଇ ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ।
More Stories
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସମୂହ ଛୁଟିରେ ପ୍ରାଥମିକ ଶିକ୍ଷକ
ଷଷ୍ଠ ଥର ପାଇଁ ଛାତ୍ର ସଂସଦ ନିର୍ବାଚନ ବନ୍ଦ