April 15, 2026

ଆଜି ଶାହାଜାହାନପୁରରେ ଗଙ୍ଗା ଏକ୍ସପ୍ରେସୱେର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ

 

ମିରଟରୁ ପ୍ରୟାଗରାଜ ପର୍ଯ୍ୟନ୍ତ ଏହି ଏକ୍ସପ୍ରେସୱେ ୟୁପିର ୧୨ ଟି ଜିଲ୍ଲା ଦେଇ ରାଜ୍ୟର ପଶ୍ଚିମ ଏବଂ ପୂର୍ବ ଅଞ୍ଚଳକୁ ସଂଯୋଗ କରିବ

୩୬,୨୦୦ କୋଟିରୁ ଅଧିକ ମୂଲ୍ୟରେ ର୍ନିମିତ ହେବାକୁ ଏହି ସଡକ ୟୁପିର ଦୀର୍ଘତମ ଏକ୍ସପ୍ରେସୱେ ହେବ

ଏକ୍ସପ୍ରେସୱେ ଶିଳ୍ପ ବିକାଶ, ବାଣିଜ୍ୟ, କୃଷି, ପର୍ଯ୍ୟଟନ ଇତ୍ୟାଦି ସହିତ ଏକାଧିକ କ୍ଷେତ୍ରକୁ ଗତି ପ୍ରଦାନ କରିବ ଏବଂ ଏହା ଏହି ଅଞ୍ଚଳର ସାମାଜିକ-ଅର୍ଥନୈତିକ ବିକାଶରେ ଏକ ବଡ଼ ସହାୟକ ହେବ ।

Spread the love