
ଭୁବନେଶ୍ୱର: ଓଡ଼ିଶା ରିସର୍ଚ୍ଚ କନକ୍ଲେଭ ୨୦୨୧ ଶନିବାର ପୂର୍ବାହ୍ନରେ ଉଦଘାଟିତ ହୋଇଯାଇଛି । ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହାକୁ ଉଦଘାଟନ କରିଥିଲେ । ଉତ୍କଳ ବିଶ୍ୱବିଦ୍ୟାଳୟ ଏବଂ ଓଡ଼ିଶା ଉଚ୍ଚ ଶିକ୍ଷା ପରିଷଦ ପକ୍ଷରୁ ଆୟୋଜିତ ଏହି ସମ୍ମିଳନୀ ଉତ୍କଳ ବିଶ୍ୱବିଦ୍ୟାଳୟ, ବାଣୀବିହାର ଠାରେ ଆୟୋଜିତ ହୋଇଛି । ଏହି କାର୍ଯ୍ୟକ୍ରମରେ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳପତି ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ ।
More Stories
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସମୂହ ଛୁଟିରେ ପ୍ରାଥମିକ ଶିକ୍ଷକ
ଷଷ୍ଠ ଥର ପାଇଁ ଛାତ୍ର ସଂସଦ ନିର୍ବାଚନ ବନ୍ଦ