Skip to content
ଜାତୀୟ ବ୍ରଡ୍ ବ୍ୟାଣ୍ଡ ମିଶନ ଆରମ୍ଭ
ଦେଶରେ ନ୍ୟାଶନାଲ ବ୍ରଡ୍ ବ୍ୟାଣ୍ଡ ମିଶନ (ଏନ୍ଏମ୍ବି) ଆରମ୍ଭ ହୋଇଛି । ୨୦୨୨ ସୁଦ୍ଧା ଦେଶର ସମସ୍ତ ଗ୍ରାମକୁ ଇଣ୍ଟରନେଟ ସେବା ଯୋଗାଇ ଦେବା ପାଇଁ ଏଥିରେ ଲକ୍ଷ୍ୟ ରଖାଯାଇଛି । ନୂଆଦିଲ୍ଲୀରେ ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ରବିଶଙ୍କର ପ୍ରସାଦ ଏହାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି, ଏନ୍ଏମ୍ବି ଦେଶର ଲୋକଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବାରେ ସହାୟକ ହେବ ।
More Stories
ଜରିପଡ଼ା ସେବା ସମବାୟ ସମିତିରେ ସମବାୟ ସପ୍ତାହ ପଳନ
ଲେଖିକାଙ୍କ ଘର ଭାଙ୍ଗିଦେଲେ ମୌସୁମୀ !!
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ