
ଭୁବନେଶ୍ବର: ଡିସେମ୍ବର ୨୦ (ସୋମବାର) ଠାରୁୁ ରାଜ୍ୟରେ ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟ ସେବା। ଭୁବନେଶ୍ବର ବିମାନବନ୍ଦରରେ ଏହି କାର୍ଯ୍ୟକ୍ରମର ଉଦ୍ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଥମ ପର୍ଯ୍ୟାୟରେ ୫ ଟି ଜିଲ୍ଲାର ରୋଗୀଙ୍କ ଚିକିତ୍ସା ପାଇଁ ଏହି ସେବା ଆରମ୍ଭ ହେବ ।
ଗୁରୁତର ରୋଗୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଏୟାରଲିଫ୍ଟ କରାଯାଇ ଅଣାଯିବ । କଳାହାଣ୍ଡି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରେ ଏହା ପ୍ରଥମେ କାର୍ଯ୍ୟକାରୀ ହେବ ବୋଲି ଆଜି ସମ୍ବଲପୁରରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଏହା ସୂଚନା ଦେଇଛନ୍ତି।
More Stories
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସମୂହ ଛୁଟିରେ ପ୍ରାଥମିକ ଶିକ୍ଷକ
ଷଷ୍ଠ ଥର ପାଇଁ ଛାତ୍ର ସଂସଦ ନିର୍ବାଚନ ବନ୍ଦ