
ଭୁବନେଶ୍ୱର: ନବୀନ ନିବାସରେ ବସିଛି ବୈଠକ । ମନ୍ତ୍ରୀମଣ୍ଡଳରୁ ବାଦ୍ ପଡିଥିବା ପୂର୍ବତନ ମନ୍ତ୍ରୀ ମାନଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଲୋଚନା କରୁଛନ୍ତି । ବିଭିନ୍ନ ପ୍ରସଙ୍ଗକୁ ନେଇ ୯ ପୂର୍ବତନ ମନ୍ତ୍ରୀଙ୍କ ସହ ଏହି ବୈଠକ ବସିଥିବା ବେଳେ ଅନେକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହେଉଛି । ମୁଖ୍ୟମନ୍ତ୍ରୀ ସମସ୍ତ ବିଦାୟୀ ମନ୍ତ୍ରୀଙ୍କୁ ସଂଗଠନ ବୁଝିବାନେଇ ନିର୍ଦେଶ ଦେଇଥିବା ଜଣାପଡ଼ିଛି ।
More Stories
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସମୂହ ଛୁଟିରେ ପ୍ରାଥମିକ ଶିକ୍ଷକ
ଷଷ୍ଠ ଥର ପାଇଁ ଛାତ୍ର ସଂସଦ ନିର୍ବାଚନ ବନ୍ଦ