
ଭୁବନେଶ୍ବର, ୨୪।୩ ରାଜ୍ୟରେ ପୌର ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି। ରାଜ୍ୟରେ ୬୫ ପ୍ରତିଶତ ମତଦାନ ହୋଇଛି। ଅଳ୍ପ କିଛି ସ୍ଥାନକୁ ଛାଡିଦେଲେ ଅନ୍ୟ ସ୍ଥାନରେ ଶାନ୍ତି ଶୃଙ୍ଖଳାରେ ମତଦାନ ଶେଷ ହୋଇଛି। କିଛି ସ୍ଥାନରେ ଇଭିଏମ ତ୍ରୁଟି ଯୋଗୁ ମତଦାନ ବିଳମ୍ବ ହୋଇଥିଲା। ତେବେ ପୌର ନିର୍ବାଚନରେ ୭୩ ପ୍ରାର୍ଥୀ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ୭୩ ରୁ ୬୯ ବିଜେଡି ପ୍ରାର୍ଥୀ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି। ଜଣେ ବିଜେପି, ଜଣେ କଂଗ୍ରେସ ଓ ୨ ସ୍ବାଧୀନ ପ୍ରାର୍ଥୀ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି।
More Stories
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସମୂହ ଛୁଟିରେ ପ୍ରାଥମିକ ଶିକ୍ଷକ
ଷଷ୍ଠ ଥର ପାଇଁ ଛାତ୍ର ସଂସଦ ନିର୍ବାଚନ ବନ୍ଦ