
ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୭ ଜଣଙ୍କ ପ୍ରାଣ ନେଇଛି କରେ।ନା । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୭୭୮ରେ ପହଞ୍ଚିଛି।
ଆଜି କଟକ ଜିଲ୍ଲାରୁ ସର୍ବାଧିକ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ପୁରୀ, ବାଲେଶ୍ୱର, ଜଗତ୍ସିଂହପୁର, ସମ୍ବଲପୁରରୁ ଜଣେ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।
ସୂଚନାଥାଉ କି, ଗତକାଲି ରାଜ୍ୟରୁ ୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
More Stories
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା
ବଢୁଛି ନିଶା ମହାରଣାଙ୍କ କ୍ରେଜ