ଭୁବନେଶ୍ୱର: ଶୀତରେ ଥରୁଛି ସାରା ରାଜ୍ୟ। ଖସୁଛି ପାରଦ, ବଢୁଛି ଥଣ୍ଡା। ଆଜି ୧୫ ଡିଗ୍ରୀ ତଳେ ରାଜ୍ୟର ୧୧ଟି ସହରର ତାପମାତ୍ରା।
ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୯.୬ ଡିଗ୍ରୀ ସହ ସୋନପୁର ସବୁଠୁ ଥଣ୍ଡା ସହର ହୋଇଥିବା ବେଳେ ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୧୦.୫ ଡିଗ୍ରୀ ରହିଛି।
More Stories
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା
ବଢୁଛି ନିଶା ମହାରଣାଙ୍କ କ୍ରେଜ