
ବାଲାଙ୍ଗୀର : ଚାଷଙ୍କୁ ଋଣ ଦେବେ କହି ୨ କୋଟି ଟଙ୍କାର ଜିଏସ୍ଟି ଠକେଇ ଘଟଣାରେ ଆକ୍ସନ ମୋଡ୍ରେ ବଲାଙ୍ଗୀର ପୋଲିସ୍। ନ୍ୟୁଜ ସେଭେନ୍ରେ ଖବର ପ୍ରସାରଣ ପରେ ପୋଲିସ୍ ଜଣେ ମହିଳାଙ୍କୁ ଥାନାରେ ଅଟକ ରଖିଛି।
ସୂଚନଥାଉକି ଏହି ଘଟଣାରେ ଠକାମୀର ଶିକାର ହୋଇଥିବା ୨ ଜଣ ବିରେନ୍ଦ୍ର ଭୋଇ ଓ ସବିତା ରଣା ଦେଓଗାଁ ଥାନା ଏବଂ ସଇଁତଳା ଥାନାରେ ଅଭିଯୋଗ କରିଥିଲେ। ଏମାନଙ୍କ ଅଭିଯୋଗ ଆଧାରରେ ପୋଲିସ୍ ମାମଲା ରୁଜୁ କରି ଜଣଙ୍କୁ ଥାନାରେ ଅଟକ ରଖିଛି। ସେମାନେ ଅଭିଯୋଗରେ ଉଲ୍ଲେଖ କରିଥିଲେ ଯେ, ଶିନ୍ଦୂଜା ଷ୍ଟିଲ ନାମକ ଏକ କମ୍ପାନୀର ୨ କୋଟି ଟଙ୍କା ଜିଏସ୍ଟି ଠକେଇରେ ସଂପୃକ୍ତି ରହିଛି।
More Stories
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା
ବଢୁଛି ନିଶା ମହାରଣାଙ୍କ କ୍ରେଜ