
ଭୁବନେଶ୍ୱର: ରାଜ୍ୟରେ ଗତ୨୪ ଘଣ୍ଟା ମଧ୍ୟରେ ୩୬୮ ଜଣ କରେ।ନା ରୋଗୀ ଚିହ୍ନଟ ହେ।ଇଛନ୍ତି । ସଂଗରେ।ଧ କେନ୍ଦ୍ରରୁ ୨୧୨ ଜଣ ଚିହ୍ନଟ ହେ।ଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୧୫୬ ଜଣ ଆକ୍ରାନ୍ତ ଚିହ୍ନଟ ହେ।ଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲେ।କ ସମ୍ପର୍କ ବିଭାଗ ସୂଚନା ଦେଇଛି ।
ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି ଖୋର୍ଦ୍ଧାରୁ। ଏଠାରୁ ୪୯ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପଛରେ ରହିଛି ସୁନ୍ଦରଗଡ। ଏଠାରୁ ୪୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରେ ୩୦, କଟକରୁ ୨୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।
ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟର ୩,୨୧,୫୬୪ ଛୁଇଁଥିବାବେଳେ ସୁସ୍ଥ ହୋଇଛନ୍ତି ୩,୧୫,୮୪୦। ଆକ୍ଟିଭ କେସ ରହିଛି ୩୮୯୩।
More Stories
ଜରିପଡ଼ା ସେବା ସମବାୟ ସମିତିରେ ସମବାୟ ସପ୍ତାହ ପଳନ
ଲେଖିକାଙ୍କ ଘର ଭାଙ୍ଗିଦେଲେ ମୌସୁମୀ !!
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ