
ଭୁବନେଶ୍ୱର : ଜଣଙ୍କ ପରେ ଜଣଙ୍କ ମୁଣ୍ଡ ନେଉଛି ମହାମାରୀ କରେ।ନା । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୫ ଜଣଙ୍କ ପ୍ରାଣ ନେଇଛି କରେ।ନା । ତେବେ ଏ ପର୍ଯ୍ୟନ୍ତ ମେ।ଟରେ ୧୭୬୫ ଜଣଙ୍କ ମୁଣ୍ଡ ନେଇଛି କରେ।ନା ।
ସୂଚନ। ଓ ଲେ।କସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଭୁବନେଶ୍ୱରରୁ ୨ ଜଣ , ଜଗତସିଂହପୁରରୁ ୧ ଜଣଙ୍କର ପ୍ରାଣ ଯାଇଥିବା ବେଳେ ପୁରୀ ଓ ନୟାଗଡରୁ ମଧ୍ୟ ଜଣେ ଲେଖାଏଁଙ୍କର ଜୀବନ ନେଇଛି କରେ।ନା ।
More Stories
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା
ବଢୁଛି ନିଶା ମହାରଣାଙ୍କ କ୍ରେଜ