
ଓଡ଼ିଶାର ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀ ହେଉଛି ଦେଶର ଶ୍ରେଷ୍ଠ ପୋଲିସ ଟ୍ରେନିଂ ସେଣ୍ଟର । ଶ୍ରେଷ୍ଠ ପୋଲିସ ଟ୍ରେନିଂ ସେଣ୍ଟର ଭାବେ ଗୃହ ମନ୍ତ୍ରାଳୟ ଦ୍ୱାରା ପୁରସ୍କୃତ କରାଯାଇଛି୦ । ୨୦୨୦-୨୧ ବର୍ଷରେ ଗେଜେଟେଡ୍ ଅଫିସର୍ସ ବର୍ଗରେ ଏହି ଟ୍ରେନିଂ ସେଣ୍ଟରକୁ ପୁରସ୍କୃତ କରାଯାଇଛି । ଶ୍ରେଷ୍ଠ ଭାବେ ପୁରୁସ୍କୃତ ହେବା ପରେ ଟ୍ରେନିଂ ସେଣ୍ଟରକୁ ଦିଆଯିବ ୨୦ ଲକ୍ଷର ପୁରସ୍କାର ରାଶି ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍