
Coronavirus. COVID-19. 3D Render
ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୨୫ରେ ପହଞ୍ଚିଛି। ବରଗଡ, ବଲାଙ୍ଗୀର ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏ କରୋନା ରୋଗୀ ଆଖିବୁଜିଥିବା ବେଳେ କଟକ ଓ ଦେବଗଡରୁ ଜଣେ ଲେଖାଏ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୧,୫୭୪ରେ ପହଞ୍ଚିଛି।
More Stories
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା
ବଢୁଛି ନିଶା ମହାରଣାଙ୍କ କ୍ରେଜ