ବ୍ରହ୍ମପୁର: ବ୍ରହ୍ମପୁର ବଡ଼ବଜାର ଅଞ୍ଚଳରେ ଏକ ସୁନା ଦୋକାନରୁ ବଡ଼ ଧରଣର ଚୋରି ହୋଇଯାଇଛି। ବଡ଼ବଜାର ମୁଖ୍ୟ ରାସ୍ତାରେ ଥିବା ବିନୋଦ ଜୁଏଲର୍ସରେ କଳାକନା ବୁଲାଇଛନ୍ତି ଚୋର ।
ଦୋକାନର ଆଇରନ୍ ଚେଷ୍ଟରେ ଥିବା ୨କିଲୋ ୮ଶହ ଗ୍ରାମ ଓଜନର ସୁନା ଅଳଙ୍କାର ଲୁଟେରା ମାନେ ଚୋରି କରିନେଇଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହୋଇଛି ।
More Stories
୨ ଯାଏ କାଳବୈଶାଖୀ
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା