ଭୁବନେଶ୍ୱର,୨୮/୧୨: କିଡ଼ନୀ ଚୋରି ଅଭିଯୋଗ ଘଟଣାରେ ଆପୋଲ ହସ୍ପିଟାଲର ଅଡୁଆ ବଢ଼ିଛି। ମାମଲାରେ ଆପୋଲର ଯୁକ୍ତିକୁ ଜାତୀୟ ମାନବାଧିକାର କମିଶନ ଖାରଜ କରିଛନ୍ତି। ଏଥିସହ ଏନଏଚଆରସି ଆପୋଲ ହସ୍ପିଟାଲ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ବରଗଡ଼ର ଜଣକ କିଡନୀ ଅନ୍ୟଠାରେ ପ୍ରତିରୋପଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ହସ୍ପିଟାଲର ରେଜିଷ୍ଟ୍ରେସନ ରଦ୍ଦ ପାଇଁ ପୂର୍ବରୁ ନିର୍ଦ୍ଦେଶ ହୋଇଥିଲା।
More Stories
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା
ବଢୁଛି ନିଶା ମହାରଣାଙ୍କ କ୍ରେଜ