ଭୁବନେଶ୍ୱର ୨୭/୧୦: AT Group ଚିଟଫଣ୍ଡ ଠକେଇ ମାମଲାରେ ନିର୍ଦ୍ଦେଶକ ଜ୍ୟୋତିପ୍ରକାଶଙ୍କୁ ହାଇକୋର୍ଟରୁ ମିଳିଲା ଆଗୁଆ ଜାମିନ । ED ପକ୍ଷରୁ ଦାଏର ମାମଲାରେ ୨ ଲକ୍ଷ ଟଙ୍କା ଓ ୨ ଜଣ ଜାମିନଦାରଙ୍କ ବଦଳରେ ମିଳିଲା ଜାମିନ । ତଦନ୍ତରେ ସାହାଯ୍ୟ କରିବାକୁ ସର୍ତ୍ତ ରଖିଲେ ହାଇକୋର୍ଟ । ବେଆଇନ ଅର୍ଥ କାରବାର ମାମଲାରେ ଗିରଫ ହୋଇଥିଲେ ଜ୍ୟୋତି ।
More Stories
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସମୂହ ଛୁଟିରେ ପ୍ରାଥମିକ ଶିକ୍ଷକ
ଷଷ୍ଠ ଥର ପାଇଁ ଛାତ୍ର ସଂସଦ ନିର୍ବାଚନ ବନ୍ଦ