
ଭୁବନେଶ୍ୱର: ସ୍କୁଲ ବନ୍ଦ ପ୍ରସଙ୍ଗରେ କଂଗ୍ରେସ ବିଧାୟକ ତାରା ବାହିନୀପତି ଆତ୍ମହତ୍ୟା ଧମକ ଦେଇଛନ୍ତି। ନିଷ୍ପତ୍ତି ନ ବଦଳାଇଲେ ଆତ୍ମହତ୍ୟା କରିବେ ବୋଲି ସେ କହିଛନ୍ତି।
ସେ କହିଛନ୍ତି, ବାଚସ୍ପତିଙ୍କ ସମ୍ମୁଖରେ ଆତ୍ମହତ୍ୟା କରିବି, ବେକ କାଟି ଦେବି।
ରାଜ୍ୟରେ ସ୍କୁଲ ବନ୍ଦ ପ୍ରସଙ୍ଗରେ ଆଜି ଗୃହରେ ଦୁଇ ଦୁଇ ଥର ରୁଲିଂ କରିଛନ୍ତି ବାଚସ୍ପତି। ଏହାସହ ବିଧାୟକଙ୍କ ଉଦ୍ବେଗକୁ ଦୃଷ୍ଟିରେ ରଖି କାଲି ସୁଦ୍ଧା ଗୃହରେ ଉତ୍ତର ରଖିବାକୁ ଗଣଶିକ୍ଷା ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି।
More Stories
ଜରିପଡ଼ା ସେବା ସମବାୟ ସମିତିରେ ସମବାୟ ସପ୍ତାହ ପଳନ
ଲେଖିକାଙ୍କ ଘର ଭାଙ୍ଗିଦେଲେ ମୌସୁମୀ !!
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ