
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଔପଦା ଥାନା ଦୁର୍ଗାପୁର ନୂଆହାଟ ଅଞ୍ଚଳର ଗୋଟିଏ ପରିବାରର ୫ ଜଣ ବଗମରା ବିଷ ଖାଇ ଗୁରୁତର ହୋଇଛନ୍ତି। ସେମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ ଦୁର୍ଗାପୁର ନୂଆହାଟ ଅଞ୍ଚଳର ବନମାଳି ସିଂ, ସବିନ ସିଂ, ପେଟୁ ସିଂ ଓ ଦୁଇ ଶିଶୁ ରମା ସିଂ ଏବଂ ଟୁବୁ ସିଂ ଭୁଲରେ ବଗମରା ବିଷକୁ ଚାହା ପତି ଭାବି ଚାହା କରି ପିଇ ଦେଇଥିଲେ।
More Stories
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା
ବଢୁଛି ନିଶା ମହାରଣାଙ୍କ କ୍ରେଜ