March 30, 2026

ପୁରୀରେ ମୁଖ୍ୟମନ୍ତ୍ରୀ: ୭ ପ୍ରକଳ୍ପର ଶିଳାନ୍ୟାସ କଲେ

ପୁରୀ,୧୬/୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଗସ୍ତରେ ଯାଇ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଏଥିସହ ପୁରୀବାସୀଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇଛନ୍ତି। ଏହି ଅବସରରେ ପୁରୀକୁ ଆହୁରି ସୁନ୍ଦର କରାଯିବ ବୋଲି ନବୀନ ପ୍ରକାଶ କରିବା ସହ ୭ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ଶିଳାନ୍ୟାସ କାର୍ଯ୍ୟକ୍ରମରେ ୫-ଟି ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସନ ଏବଂ ପୁରୀ ଜିଲ୍ଲାପାଳ ଉପସ୍ଥିତ ଥିଲେ।

Spread the love