
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୧,୬୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୫୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ୧,୬୩୩ ଆକ୍ରାନ୍ତଙ୍କ ମଧ୍ୟରୁ ୯୫୫ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୬୭୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୧,୨୧୫ରେ ପହଞ୍ଚିଛି।
More Stories
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା
ବଢୁଛି ନିଶା ମହାରଣାଙ୍କ କ୍ରେଜ