
ନୂଆଦିଲ୍ଲୀ: ଦୀପାବଳି ପୂର୍ବରୁ ସୁନା, ରୂପା ଦରରେ ବୃଦ୍ଧି ଦେଖିବାକୁ ମିଳିଛି। ଆଜି କାରବାର ଆରମ୍ଭରୁ Multi Commodity Exchange(MCX)ରେ ୦.୧୬% ବୃଦ୍ଧି ପାଇ ସୁନା ପ୍ରତି ୧୦ ଗ୍ରାମକୁ ୫୨,୨୫୨ ଟଙ୍କାରେ ପହଞ୍ଚିଥିଲା। ସେହିପରି ରୂପା ଦର ୦.୮% ହ୍ରାସ ପାଇ ପ୍ରତି କିଲୋଗ୍ରାମକୁ ୬୫,୮୮୦ ଟଙ୍କାରେ ଟ୍ରେଣ୍ଡ୍ କରୁଥିବା ଦେଖିବାକୁ ମିଳିଥିଲା।
Good Returnsର ଏକ ରିପୋର୍ଟ ଅନୁସାରେ, ଆଜି ୨୪ କ୍ୟାରେଟ୍ ସୁନା ପ୍ରତି ୧୦ ଗ୍ରାମକୁ ୫୨,୨୩୦ଟଙ୍କା ଥିବାବେଳେ ରୂପା ଦର ପ୍ରତି କିଲୋକୁ ୬୫,୪୦୦ଟଙ୍କା ରହିଛି।
More Stories
ଜରିପଡ଼ା ସେବା ସମବାୟ ସମିତିରେ ସମବାୟ ସପ୍ତାହ ପଳନ
ଲେଖିକାଙ୍କ ଘର ଭାଙ୍ଗିଦେଲେ ମୌସୁମୀ !!
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ