
ଭୁବନେଶ୍ୱର: ମହଙ୍ଗା ପଡ଼ିଲା ହାଇକୋର୍ଟରେ ମିଥ୍ୟା ସତ୍ୟପାଠ ଦାଖଲ। ଅଦାଲତ ଅବମାନନା ମାମଲାରେ ମାଧ୍ୟମିକ ଶିକ୍ଷା ପରିଷଦ ନିର୍ଦ୍ଦେଶକଙ୍କ ସହ ଯାଜପୁର, ଜଗତସିଂହପୁର ଓ ପୁରୀର ଜିଲ୍ଲା ଶିକ୍ଷାଧିକାରୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।
ହାଇକୋର୍ଟଙ୍କ ନିର୍ଦ୍ଦେଶ ପାଳନ କରିବାରେ ଅବହେଳା, ମିଥ୍ୟା ସତ୍ୟପାଠ ଦାଖଲ ଅଭିଯୋଗରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ପ୍ରଦୀପ କୁମାର ଦାଶ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଏଥିସହ ଯାଜପୁର, ଜଗତସିଂହପୁର, ପୁରୀ ଜିଲ୍ଲା ଶିକ୍ଷା ଅଧିକାରୀ ମଧ୍ୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ।
More Stories
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା
ବଢୁଛି ନିଶା ମହାରଣାଙ୍କ କ୍ରେଜ