
ପିପିଲି: ପୁଣି ସ୍ଥଗିତ ରହିଲା ପିପିଲି ଉପନିର୍ବାଚନ। କରୋନା ସଂକ୍ରମଣକୁ ନଜରରେ ରଖି ନିର୍ବାଚନକୁ ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି। ତେବେ ନିର୍ବାଚନ ସ୍ଥଗିତ ହେବା ନେଇ ଭାରତୀୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ଆଗାମୀ ୧୬ ତାରିଖରେ ନିର୍ବାଚନ ହେବାକୁ ଥିଲା ପିପିଲିରେ। କେବଳ ଏତିକି ନୁହେଁ ଆଜି ମଧ୍ୟ ବାଲାଟ୍ ପେପରରେ ନିର୍ବାଚନ ଆରମ୍ଭ ହୋଇଥିଲା। କିନ୍ତୁ ପରବର୍ତ୍ତୀ ସମୟରେ କେବେ ନିର୍ବାଚନ ହେବ ସେନେଇ କୌଣସି ସୂଚନା ମିଳିନାହିଁ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍