କଟକ: କଟକ ବାଦାମବାଡିରେ ଏକ ଘରୋଇ ବସ୍ ଜଳି ଯାଇଥିବା ସୂଚନା ମିଳିଛି। ପାଲାମଣ୍ଡପ ପୁରୀ ବସ୍ ଷ୍ଟାଣ୍ଡରେ ବସ୍ଟି ଛିଡ଼ା ହୋଇଥିବା ବେଳେ ଆଜି ଅପରାହ୍ଣରେ ଏଥିରେ ନିଆଁ ଲାଗି ଯାଇଥିଲା।
ତେବେ କେଉଁ କାରଣ ପାଇଁ ବସ୍ରେ ନିଆଁ ଲାଗିଲା ତାହା ଜଣାପଡ଼ିନାହିଁ। ବସ୍ରେ ନିଆଁ ଲାଗିବା ସମୟରେ ବସ୍ ଭିତରେ କେହି ଯାତ୍ରୀ ନଥିଲେ ବୋଲି ଜଣାପଡ଼ିଛି।
More Stories
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା
ବଢୁଛି ନିଶା ମହାରଣାଙ୍କ କ୍ରେଜ