
କଟକ: କଟକରେ ଏକ ଫାଇନାନ୍ସ କମ୍ପାନୀରୁ ବଡ଼ ଧରଣର ଡକାୟତି ହୋଇଛି। ନୟାସଡ଼କରେ ଥିବା IIFL ନାମକ ଏହି ଫାଇନାନ୍ସ କମ୍ପାନୀରୁ ଏହି ଲୁଟ୍ ହୋଇଛି।
ସୂଚନା ଅନୁସାରେ, ମାରଣାସ୍ତ୍ର ଦେଖାଇ ଦୁର୍ବୃତ୍ତମାନେ IIFL ଫାଇନାନ୍ସ କମ୍ପାନୀରୁ ବହୁ ଟଙ୍କା, ସୁନା ଲୁଟି ନେଇଛନ୍ତି। ଏହି ଲୁଟ୍ରେ ୪ ଜଣ ଦୁର୍ବୃତ୍ତ ସାମିଲ ଥିବା ଡିସିପି ସୂଚନା ଦେଇଛନ୍ତି। ଘଟଣାସ୍ଥଳରେ କମିଶନରେଟ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
More Stories
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା
ବଢୁଛି ନିଶା ମହାରଣାଙ୍କ କ୍ରେଜ