
ସୁରତ: ଗୁଜରାଟ ବିଜେପି ସଭାପତି ସି ଆର୍ ପାଟିଲ ନିଜ ଓଜନଠୁ ଅଧିକ କିଲୋର ରୂପା ଦାନ କରି ଏବେ ଚର୍ଚ୍ଚାରେ।ସୁରତରେ ଜୈନ ସମାଜ ପକ୍ଷରୁ ଆୟୋଜିତ “Rajat Tula” କାର୍ଯ୍ୟକ୍ରମରେ ଅତିଥିଭାବେ ଯୋଗ ଦେଇ ଏହି ରୂପା ଦାନ କରିଥିଲେ ସି ଆର୍ ପାଟିଲ। ଏଥିପାଇଁ ତାଙ୍କୁ ନିକିତିର ଗୋଟିଏ ପାର୍ଶ୍ୱରେ ବସାଯାଇଥିବା ବେଳେ ଅପରପାର୍ଶ୍ୱରେ ସେତିକି ଓଜନର ରୂପା ରଖାଯାଇଥିଲା।
More Stories
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା
ବଢୁଛି ନିଶା ମହାରଣାଙ୍କ କ୍ରେଜ