
ରାଉରକେଲା: ରାଉରକେଲାରେ ପୁଣି GST ଠକେଇ ଅଭିଯୋଗ। ଏବେ ଜଣେ ପାନ ଦୋକାନୀଙ୍କୁ GST ଠକେଇ ନେଇ ନୋଟିସ କରାଯାଇଛି । କୋଏଲନଗରର ଏଇ ପାନ ଦୋକାନୀଙ୍କ ନାଁ କାର୍ତ୍ତିକ କମିଲା। ଏତେ ଟଙ୍କାର GST ନୋଟିସ ପାଇବା ପରେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି କାର୍ତ୍ତିକ।
ଅନ୍ୟପକ୍ଷେ କମ୍ପାନୀ ବିଷୟରେ ଦୋକାନୀ ଜଣକ କିଛି ଜାଣିନଥିବା କହିଛନ୍ତି।
More Stories
୨ ଯାଏ କାଳବୈଶାଖୀ
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା