
ଭୁବନେଶ୍ୱର : ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ପିଇଓଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଥିବା ନେଇ ସୂଚନା ମିଳିଛି । ବରଗଡ ପଦ୍ମପୁର ଉପଖଣ୍ଡ ରାଜବୋଡା ସମ୍ବର ବ୍ଲକ ଦହିତା ପିଇଓ ପୁରନ୍ଦର ଭୋଇଙ୍କ ବାସଭବନରେ ଚଢାଉ କରିଛି ଭିଜିଲାନ୍ସ । ଏଥିସହ ପଦ୍ମପୁରସ୍ଥିତ ଆଉ ଏକ ଭଡା ଘରେ ମଧ୍ୟ ଚଢାଉ ହୋଇଛି । ପୁରନ୍ଦରଙ୍କ ନାଁରେ ଆୟ ବହିର୍ଭୁତ ସମ୍ପତି ଠୁଳ ନେଇ ଅଭିଯୋଗ ହୋଇଥିଲା ।
More Stories
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା
ବଢୁଛି ନିଶା ମହାରଣାଙ୍କ କ୍ରେଜ