
ଭୁବନେଶ୍ୱର : ରାଜଧାନରେ ବଢୁଛି ଡ୍ରଗ୍ସ କାରବାର। ରାଜଧାନୀଭୁବନେଶ୍ୱରରୁ ପୁଣି ଧରାପଡ଼ିଛି ବିପୁଳ ପରିମାଣର ଧଳା ଜହର। ବିଳମ୍ବିତ ରାତିରେ କ୍ରାଇମବ୍ରାଞ୍ଚ ଏସଟିଏଫ୍ ଚଢ଼ାଉ କରି ଏହି ବ୍ରାଉନସୁଗର ଜବତ କରିଛି। ଜବତ ବ୍ରାଉନସୁଗାରର ମୂଲ୍ୟ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।
ପ୍ରେସମିଟରେ କ୍ରାଇମବ୍ରାଞ୍ଚ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସୂଚନା ଦେଇ କହିଛନ୍ତି, ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ବ୍ୟକ୍ତି ଜଣକ ହେଉଛି ସେକ୍ ହସିମ ବକ୍ସ। ତାଙ୍କ ଠାରୁ ୧୧୭୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି।
More Stories
ଜରିପଡ଼ା ସେବା ସମବାୟ ସମିତିରେ ସମବାୟ ସପ୍ତାହ ପଳନ
ଲେଖିକାଙ୍କ ଘର ଭାଙ୍ଗିଦେଲେ ମୌସୁମୀ !!
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ