
ଜୟପୁର : କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ରେଳଷ୍ଟେଶନ ନିକଟରେ ଘଟି ଯାଇଛି ଏକ ଅଭାବନୀୟ ଘଟଣା। ଲକ୍ଷ୍ମୀପୁର ଥାନା ସିଙ୍ଗାରାମ ଷ୍ଟେସନ ନିକଟସ୍ଥ ଟ୍ରାକରୁ ବାପା, ପୁଅ ଓ ଝିଅର ମୃତଦେହ ଉଦ୍ଧାର କରାଯାଇଛି।
ମୃତକମାନେ ସମସ୍ତେ ସ୍ଥାନୀୟ ପୁଡିପାରି ଗାଁର। ଲକ୍ଷ୍ମୀପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା କରୁଛି। ତେବେ ମୃତ୍ୟୁର କାରଣ ଏ ପର୍ଯ୍ୟନ୍ତ ଜଣାପଡିନାହିଁ।
More Stories
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା
ବଢୁଛି ନିଶା ମହାରଣାଙ୍କ କ୍ରେଜ