
ମାଲକାନଗିରି : ସ୍ୱାଭିମାନ ଅଞ୍ଚଳରେ ପୋଲିସ ମାଓବାଦୀ ଗୁଳିବିନିମୟ ଘଟିଛି । ସ୍ୱାଭିମାନ ଅଞ୍ଚଳର ଯନ୍ତ୍ରୀ ଗ୍ରାମ ନିକଟରେ ଏହି ଗୁଳିବିନିମୟ ଜାରି ରହିଥିବା ସୂଚନା ମିଳିଛି । ଆଜି ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ପୋଲିସ ମାଓବାଦୀ ମୁହାଁମୁହିଁ ହୋଇଥିବା ପରେ ଗୁଳିବିନିମୟ ରେ ଜଣେ ହାର୍ଡକୋର ମାଓବାଦୀ ମୃତ୍ୟୁ ସହ ବନ୍ଧୁକ ଓ ମାଓ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି ।
ମୃତକ ମାଓବାଦୀର ନାମ କିଶୋର ବୋଲି ଜଣାପଡିଛି
More Stories
୨ ଯାଏ କାଳବୈଶାଖୀ
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା