
ଅନୁଗୁଳ: ଅନୁଗୁଳ-ସମ୍ବଲପୁର ରାସ୍ତା ଜରପଡ଼ା ଥାନା ଅନ୍ତର୍ଗତ ଭାଗିରଥୀପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍କୁ ପଛପଟୁ ଅନ୍ୟ ଏକ ଟ୍ରକ୍ ଧକ୍କା ଦେବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଛି।
ମୃତକ ଦ୍ୱୟ ହେଲେ ଦୁର୍ଘଟଣା ଘଟାଇଥିବା ଟ୍ରକ୍ର ଡ୍ରାଇଭର ଓ ହେଲ୍ପର୍ ବୋଲି ସୂଚନା ମିଳିଛି। ଆଜି ଭୋର ସମୟରେ ଏହି ଦୁର୍ଘଟଣା ଘଟିଥିବା ବେଳେ ମୃତକଙ୍କ ପରିଚୟ ମିଳିପାରି ନାହିଁ।
More Stories
ବିଜେଡି ଗୁଣ୍ଡାମାନେ ମତେ ହତ୍ୟା କରିବାକୁ ଆସିଥିଲେ: ଜୟନାରାୟଣ
ଗଞ୍ଜୋଡ଼ଙ୍କ ପାଇଁ ବାହାରିଲା ଚାକିରି, ଦରମା ୮୮ ଲକ୍ଷ ଟଙ୍କା
ବଢୁଛି ନିଶା ମହାରଣାଙ୍କ କ୍ରେଜ