
ଭୁବନେଶ୍ବର : ବାରିପଦାରେ ଅବସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟକୁ ମୟୂରଭଞ୍ଜ ର ପୂର୍ବତନ ମହାରଜା ଶ୍ରୀ ରାମଚନ୍ଦ୍ର ଭଞଦେଓଙ୍କ ନାମରେ ନାମିତ କରାଗଲା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।ଏଥିସହ ବିଶ୍ୱବିଦ୍ୟାଳୟ library ର ଉନ୍ନତି ପାଇଁ ମଧ୍ୟ ସରକାର ପଦକ୍ଷେପ ନେବେ ବୋଲି ସୂଚନା ଦେଇ କହିଛନ୍ତି
ପ୍ରକାଶ ଥାଉ କି, ଓଡ଼ିଶାର ବିକାଶରେ ମୟୂରଭଞ୍ଜ ମହାରାଜାଙ୍କ ବିଶେଷ ଅବଦାନ ରହିଥିଲା ଏବଂ ଚଳିତ ବର୍ଷ ଶ୍ରୀ ରାମଚନ୍ଦ୍ର ଭଞଦେଓଙ୍କ 150 ତମ ଜୟନ୍ତୀ ପାଳନ କରି ଆସୁଛି ା ବିଶ୍ବବିଦ୍ୟାଳୟକୁ ଶ୍ରୀ ରାମଚନ୍ଦ୍ର ଭଞ୍ଜଦେଓଙ୍କ ନାମରେ ଘୋଷଣା ପରେ ଉତ୍ତର ଓଡ଼ିଶାରେ ବିଭିନ୍ନ ମହଲରେ ଖୁସିର ଲହରି ଖେଳି ଯାଇଛି
More Stories
ଜରିପଡ଼ା ସେବା ସମବାୟ ସମିତିରେ ସମବାୟ ସପ୍ତାହ ପଳନ
ଲେଖିକାଙ୍କ ଘର ଭାଙ୍ଗିଦେଲେ ମୌସୁମୀ !!
ଓଡ଼ିଆ ଖେଳାଳିଙ୍କୁ ୧୦ ଲକ୍ଷ ଲେଖାଏ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ