
ଭୁବନେଶ୍ୱର: ନୟାପଲ୍ଲୀ ପାଇଁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଢ଼ଙ୍ଗୀ । ନୂଆଦିଲ୍ଲୀରେ ଶନିବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଛନ୍ତି ଭୁବନେଶ୍ୱର ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଅପରାଜିତା ଷଡ଼ଙ୍ଗୀ । ଭୁବନେଶ୍ୱର ନୟାପଲ୍ଲୀ ଅଞ୍ଚଳରେ ଜଳ ନିଷ୍କାସନ ପାଇଁ ୧୨୦ ବାଟାଲିୟନ ପରିସରରେ ଡ୍ରେନ ର୍ନିମାଣ ପାଇଁ ମନ୍ତ୍ରାଳୟ ପକ୍ଷରୁ ଅନୁମତି ମିଳିଥିଲା । ଏହା ପରେ ସେ ରାଜନାଥଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ନୟାପଲ୍ଲୀ ଏବଂ ରାଜଧାନୀବାସୀଙ୍କ ତରଫରୁ ମନ୍ତ୍ରୀଙ୍କୁ ଧନ୍ୟବାଦ ଏବଂ କୃତଜ୍ଞତା ଜ୍ଞାପନ କରିଛନ୍ତି ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍