July 27, 2024

Satya News

odia news channel

ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିସନଙ୍କ ଆଚରଣ ବିଧି ପ୍ରସ୍ତୁତି

 

ଭୁବନେଶ୍ବର: ଅବାଧ ଓ ନିରପେକ୍ଷ ପଞ୍ଚାୟତ ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ଭାରତୀୟ ସମ୍ବିଧାନର ୨୪୩-କେ ନିର୍ବାଚନ ଆଚରଣ ବିଧି ପ୍ରସ୍ତୁତ କରାଯାଉଛି। ଏହା ନିର୍ବାଚନ ତାରିଖ ଘୋଷଣା ହେବା ଦିନଠାରୁ ନିର୍ବାଚନର ଫଳାଫଳ ଘୋଷଣା ହେବା ଯାଏଁ ତାହା କାର୍ଯ୍ୟକାରୀ ହେବ ବୋଲି ନିର୍ବାଚନ କମିସନଙ୍କ ପକ୍ଷରୁ କୁହାଯାଇଛି।

Spread the love