March 11, 2026

ପାରାଦୀପ ବନ୍ଦରର ନୂତନ ଅଧ୍ୟକ୍ଷ ଭାବେ ଯୋଗ ଦେଲେ ପୋଲାମରାଜୁ ଲକ୍ଷ୍ମୀ ହାରାନ୍ଦ

 

ପାରାଦୀପ: ପାରାଦୀପ ବନ୍ଦରର ନୂତନ ଅଧ୍ୟକ୍ଷ ଭାବେ ପୋଲାମରାଜୁ ଲକ୍ଷ୍ମୀ ହାରାନ୍ଦ ଯୋଗ ଦେଇଛନ୍ତି। ପାରାଦୀପରେ ପହଞ୍ଚିବା ପରେ ପ୍ରଥମେ ଜଗନ୍ନାଥ ମନ୍ଦିର ଯାଇ ଆଶୀର୍ବାଦ ନେବା ପରେ ବନ୍ଦର ପ୍ରଶାସନିକ କାର୍ଯ୍ୟାଳୟରେ ବନ୍ଦର ପକ୍ଷରୁ ତାଙ୍କୁ ସ୍ବାଗତ କରାଯିବା ସହିତ ଗାର୍ଡ ଅଫ ଅର୍ନର ଦିଆଯାଇଥିଲା। ପରେ ବନ୍ଦର କର୍ମଚାରୀମାନଙ୍କ ପକ୍ଷରୁ ତାଙ୍କୁ ସ୍ବାଗତ କରାଯାଇଥିଲା।

Spread the love