July 22, 2024

Satya News

odia news channel

ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ପରଲୋକ

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ପରଲୋକ ହୋଇଯାଇଛି।  ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ପରଲୋକ ହୋଇଥିବା ସୂଚନା ମିଳିଛି।

Spread the love