April 30, 2024

Satya News

odia news channel

ଆଖି ବୁଜିଲେ ୧୭ କରୋନା ରୋଗୀ

 

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୨୫  ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି।

Spread the love