ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ ରୂପ ନେଇପାରେ । ପ୍ରଭାବରେ ରାଜ୍ୟରେ ଆଜିଠାରୁ ବର୍ଷା ହେବାର ସମ୍ଭାବନା ରହିଛି । ଲଗାତର ଦୁଇଦିନ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ହେବ । ଏଥିପାଇଁ ରାଜ୍ୟର ୧୧ଜିଲ୍ଲାରେ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ବର୍ଷା ହେବା ନେଇ କୁହାଯାଇଛି ।
More Stories
କୌଣସି ପ୍ରସଙ୍ଗରେ ବିଜେପିକୁ ସମର୍ଥନ କରିବା ନାହିଁ ବିଜେଡି
ଜୁନ ୨୫କୁ କଳା ଦିବସ ପାଳନ କରିବ ବିଜେପି
ରାଜ୍ୟର ସବୁ ବ୍ଲକରେ ଶୀତଳ ଭଣ୍ଡାର