March 11, 2026

ଆରଏମସି ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ପାଳିତ

 

ରାଉରକେଲା: ରାଉରକେଲା ମହାନଗର ନିଗମ (ଆରଏମସି) ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ଆର ଏମ ସି କମିଶନର ଦିବ୍ୟଜ୍ୟୋତି ପରିଡା କାର୍ଯ୍ୟାଳୟ ରେ ପତାକା ଉତ୍ତୋଳନ କରି ଉତ୍ସବ ଶୁଭାରମ୍ଭ କରିଥିଲେ। ଏହିଅବସରରେ କୋଭିଡ ଯୋଦ୍ଧା, ଶ୍ରେଷ୍ଠ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଉପଲକ୍ଷେ ସକାଳେ ଷ୍ଟେସନ ରୋଡ଼ ସ୍ଥିତ ମଧୁସୂଦନ ଦାସଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରାଯାଇଥିଲା।

Spread the love