January 30, 2026

ଏଏଫସି ମହିଳା ଏସିଆ କପ୍ ୨୦୨୨ ପାଇଁ ଟିମ୍ ଘୋଷିତ: ସିନିଅର ଭାରତୀୟ ମହିଳା ଫୁଟବଲ ଦଳରେ ଦୁଇ ଓଡ଼ିଆ

 

ଭୁବନେଶ୍ବର: ଆଗାମୀ ଏଏଫସି ମହିଳା ଏସିଆ କପ୍ ୨୦୨୨ ପାଇଁ ଘୋଷଣା ହୋଇଥିବା ସିନିଅର ଭାରତୀୟ ମହିଳା ଫୁଟବଲ ଦଳରେ ଦୁଇ ଓଡ଼ିଆ ସ୍ଥାନ ପାଇଛନ୍ତି। ଦଳରେ ସ୍ଥାନ ପାଇଥିବା ଦୁଇ ଓଡ଼ିଆ ହେଲେ ପ୍ୟାରୀ ଜାଜା ଏବଂ ମନୀଷା ପାନା। ଆଗାମୀ ବର୍ଷ ଏହି ଟୁର୍ଣ୍ଣାମେଣ୍ଟ ପୂର୍ବରୁ ଅଭ୍ୟାସ ମ୍ୟାଚ ଖେଳିବାକୁ ଭାରତୀୟ ସିନିଅର ମହିଳା ଫୁଟବଲ ଦଳ ୟୁଏଇ ଏବଂ ବାହାରିନ ଯାତ୍ରା କରିବ।

Spread the love