
ଭୁବନେଶ୍ବର : ମହାନ ଦେଶଭକ୍ତ. ସେବା ଓ ତ୍ୟାଗର ପ୍ରତୀକ ତଥା ‘ସମାଜ’ର ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଆଜି ଶ୍ରାଦ୍ଧ ଦିବସ। ଏହି ଅବସରରେ ତାଙ୍କ ଅକ୍ଷୟ କୀର୍ତ୍ତି ଓ କୃତିକୁ ସ୍ମରଣ କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଉଛି । ଏହି ଉପଲକ୍ଷେ ବିନ୍ଦୁ ସାଗର କୂଳରେ ତିଳ ତର୍ପଣ କରାଯାଇଛି । ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏବଂ ସମାଜର କର୍ମଚାରୀମାନଙ୍କ ସହ ଅନେକ ସାଧାରଣ ଲୋକ ଏଥିରେ ଯୋଗ ଦେଇଥିଲେ
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍