
କଳାହାଣ୍ଡି ୨୯।୯: ବାଇକ୍ ଡିକି ଭାଙ୍ଗି ଲୁଟ୍ । ଲକ୍ଷେ ୮୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । କଳାହାଣ୍ଡି ଉତତ୍କେଲା ଗାଁର ଜଣେ ବ୍ୟବସାୟୀ ନିରଞ୍ଜନ ଜୈନ ଘର ସାମ୍ନାରୁ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ । ଏ ନେଇ ନିରଞ୍ଜନ ଉତତ୍କେଲା ଫାଣ୍ଡିରେ ଅଭିଯୋଗ କରିବା ପରେ ତଦନ୍ତ ଆରମ୍ଭ କରିଛି ପୋଲିସ । ସିସିଟିଭି ଫୁଟେଜରେ ଲୁଟ୍ ବେଳ ଦୃଶ୍ୟ ମଧ୍ୟ କଏଦ ହୋଇଛି । ଏହି ସିସିଟିଭି ଫୁଟେଜ ଆଧାରରେ ତଦନ୍ତ ଆରମ୍ଭ କରିଛି ପୋଲିସ । ଦୁଇ ଗୋଟି ବାଇକରେ ୪ ଜଣ ଆସି ବାଇକ୍ ଡିକି ଭାଙ୍ଗି ଟଙ୍କା ନେଇ ଯାଇଥିବା ଜଣାପଡିଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍