April 29, 2026

ଟୋକିଓ ପାରା ଅଲିମ୍ପିକ୍ସ ବ୍ୟାଡମିଣ୍ଟନ : ସ୍ବର୍ଣ୍ଣ ପଦକ ଜିତିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ

 

ଟୋକିଓ ପାରା ଅଲିମ୍ପିକ୍ସ ବ୍ୟାଡମିଣ୍ଟନରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କରିଛିନ୍ତି। ନିଜ ବ୍ରିଟ୍ରେନ ପ୍ରତିପକ୍ଷଙ୍କୁ ୨୧-୧୪ ଓ ୨୧-୧୭ ସେଟରେ ପରାସ୍ତ କରି ପ୍ରମୋଦ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ବିଶ୍ବର ଏକ ନମ୍ବର ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ପ୍ରଥମ ଥର ପାଇଁ ସ୍ବର୍ଣ୍ଣ ପଦକ ଜିତିବା ପରେ ସାରା ରାଜ୍ୟରେ ଖୁସିର ଲହରୀ ଖେଳି ଯାଇଛି।

Spread the love