
ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧,୪୬୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକ ମଧ୍ୟରେ ୪୬୦ ଜଣ କରୋନା ରୋଗୀଙ୍କର ପ୍ରାଣହାନି ଘଟିଛି । ଦିନକରେ ୧୧,୯୬୧ ଜଣ ସୁସ୍ଥ ହୋଇଛନ୍ତି । ଏପର୍ଯ୍ୟନ୍ତ କରୋନାରୁ ମୋଟ ୩,୩୭,୮୭,୦୪୭ ଜଣ ସୁସ୍ଥ ହୋଇସାରିଲେଣି । ସେହିଭଳି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୬୧,୮୪୯କୁ ବୃଦ୍ଧିପାଇଛି । ସଂପ୍ରତି ୧,୩୯,୬୮୩ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି, ଯାହା ୨୬୪ ଦିନ ମଧ୍ୟରେ ସର୍ବନିମ୍ନ ସ୍ତର । ମଙ୍ଗଳବାର ସଂଧ୍ୟା ସୁଦ୍ଧା ଦେଶରେ ମୋଟ ୧,୦୯,୬୩,୫୯,୨୦୮ ପାନ କୋଭିଡ ଟିକା ଦିଆଯାଇଛି ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍