
ଭଦ୍ରକ ୯।୮: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀର କର୍ମକର୍ତ୍ତାଙ୍କୁ ନେଇ ବ୍ଲକ୍ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ଧର୍ମଶାଳାର ବିଧାୟକ ପ୍ରଣବ ବଳବନ୍ତରାୟ ଯୋଗ ଦେଇଥିଲେ । ଭଣ୍ଡାରିପୋଖରୀର ବିଧାୟକଙ୍କ ପ୍ରତିନିଧି ତଥା ରାଜ୍ୟ ସମ୍ପାଦକ ଇଂ ପ୍ରୟାସକାନ୍ତି ସାମଲଙ୍କ ସହ ବନ୍ତ ଓ ଭଣ୍ଡାରିପୋଖରୀ ବ୍ଲକ୍ ବିଜେଡ଼ି ମହିଳା ସଭାପତି, ଯୁବ ସଭାପତି, ଛାତ୍ର ସଭାପତି ଏବଂ ବହୁ ନେତୃତ୍ବ ଯୋଗ ଦେଇଥିଲେ । ଆଗାମୀ ଦିନରେ ପ୍ରତ୍ୟେକଟି ୱାର୍ଡରେ ମୁଖ୍ୟମନ୍ତ୍ରୀଙ୍କ ସମସ୍ତ ଯୋଜନାକୁ ଡିଜିଟାଲ ମାଧ୍ୟମରେ କାର୍ଯ୍ୟକାରିତା ଓ ୱାର୍ଡ କମିଟି ଭଳି କେତେକ ପ୍ରସ୍ତାବ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍