
ଭୁବନେଶ୍ୱର: ଭୁବନେଶ୍ୱରର ଯେଉଁ ଜାଗାରେ ସଂକ୍ରମଣ ବଢିବ ସେଠି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ କରାଯିବ ବୋଲି ଡିଏମଇଟି ସିବିକେ ମହାନ୍ତି କହିଛନ୍ତି। ପୂର୍ବରୁ କିଛି ଜାଗାରେ ସଂକ୍ରମଣ ବଢିବା ପାଇଁ, ଲୋକଙ୍କ ହିତ ଦୃଷ୍ଟିରୁ କଣ୍ଟେନମେଣ୍ଟ ଜୋନ କରାଯାଇଥିଲା। ୭ ଦିନ ହେଲାଣି ସଂକ୍ରମଣ ଉପର ତଳ ହେଉଛି। ମାତ୍ର ଭୁବନେଶ୍ୱରରେ କିଛି ସଂକ୍ରମଣ ବଢିଛିl ସଂକ୍ରମଣ ବୃଦ୍ଧି ଲୋକମାନଙ୍କ ଚାଲିଚଳନ ଓ ଆଚରଣ ଉପରେ ନିର୍ଭର କରୁଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍