
ମାଲକାନଗିରି ୨୭।୧୧: ଛତିଶଗଡ ନାରାୟଣପୁର ଜିଲ୍ଲାରେ ମାଓ ହିଂସା ଦେଖିବାକୁ ମିଳିଛି । ଫରେସଗା ଥାନା ଅନ୍ତର୍ଗତ କରମରି ଗ୍ରାମର ସରପଞ୍ଚଙ୍କ ସ୍ବାମୀଙ୍କ ଗଳା କାଟି ହତ୍ୟା କରିଛନ୍ତି ସଶସ୍ତ୍ର ମାଓବାଦୀ । ଏହାସହ ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ ନିୟୋଜିତ ଥିବା ପ୍ରୋକଲିନ ଓ ଟ୍ରାକ୍ଟରକୁ ନିଆଁ ଲଗାଇ ପୋଡି ଦେଇଛନ୍ତି ଲାଲ୍ ବାହିନୀ । ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଛି ।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍