February 27, 2026

୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୬୮ କରୋନା ରୋଗୀ

 

ଭୁବନେଶ୍ୱର: ରାଜ୍ୟରେ ଗତ୨୪ ଘଣ୍ଟା ମଧ୍ୟରେ ୩୬୮ ଜଣ କରେ।ନା ରୋଗୀ ଚିହ୍ନଟ ହେ।ଇଛନ୍ତି । ସଂଗରେ।ଧ କେନ୍ଦ୍ରରୁ ୨୧୨  ଜଣ ଚିହ୍ନଟ ହେ।ଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୧୫୬ ଜଣ ଆକ୍ରାନ୍ତ ଚିହ୍ନଟ ହେ।ଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲେ।କ ସମ୍ପର୍କ ବିଭାଗ ସୂଚନା ଦେଇଛି ।

ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି ଖୋର୍ଦ୍ଧାରୁ। ଏଠାରୁ ୪୯ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପଛରେ ରହିଛି ସୁନ୍ଦରଗଡ। ଏଠାରୁ ୪୫ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରେ ୩୦, କଟକରୁ ୨୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।

ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟର ୩,୨୧,୫୬୪ ଛୁଇଁଥିବାବେଳେ ସୁସ୍ଥ ହୋଇଛନ୍ତି ୩,୧୫,୮୪୦। ଆକ୍ଟିଭ କେସ ରହିଛି ୩୮୯୩।

Spread the love